ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୩ ତାରିଖ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ସେହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର। ସେହିପରି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ୱାର୍ନିଂ କରାଯାଇଛି।






More Stories
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..
ଟୁରିଷ୍ଟ ବସ୍ ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ପୁରୀ ଆସିଲେ ଶାନ୍ତି ମିଳେ……