ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀରେ ଦିନ ଦିପହରରେ ବୁଲିଲା ଖଣ୍ଡା। ଭୁବନେଶ୍ୱର ନୟାପଲ୍ଲୀ ଥାନା ସିଆର୍ପି ଛକରେ ଦୁଇ ଜଣ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଦୁର୍ବୃତ୍ତ ହାଣିଛନ୍ତି।ଆକ୍ରମଣର କାରଣ ଜଣାପଡ଼ି ନଥିବା ବେଳେ ପୂର୍ବ ଶତ୍ରୁତାରୁ ଆକ୍ରମଣ ହୋଇଥିବା ନେଇ ସନ୍ଦେହ କରାଯାଉଛି। ଗୁରୁତର ଦୁଇ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। କମିଶରେଟ୍ ପୋଲିସ ଘଟଣାର ତଦନ୍ତ ଚଳାଇଛି। ବର୍ତ୍ତମାନ ସୁଦ୍ଧା ପୋଲିସ ଆକ୍ରମଣ କରିଥିବା ଯୁବକଙ୍କୁ ଗିରଫ କରିପାରି ନାହିଁ।






More Stories
ମହିଳାଙ୍କୁ ଟାଣିନେଲା କୁମ୍ଭୀର…..
ଭାଜପା ଛାଡିଲେ ଶେହଜାଦ ପୁନାୱାଲା…..
ବାପାର ଜୀବନ ନେଲା ପୁଅ…..