ରିପୋର୍ଟ କାର୍ଡ / ଭୁବନେଶ୍ୱର
ଯୁବକଙ୍କୁ ଗୋଡ଼ାଇଗୋଡ଼ାଇ ହାଣିଲେ ୮ ଦୁର୍ବୃତ୍ତ | ଶିଶୁ ଭବନ ଟ୍ରାଫିକ ଛକ ନିକଟରେ ଦୁର୍ବୃତ୍ତ ଆତଙ୍କରାଜ ଚଳାଇଛନ୍ତି | ୩ ଯୁବକଙ୍କୁ ଗୋଡ଼ାଇଥିଲେ ଏବଂ ୨ ଖସି ପଳାଇବାରେ ସକ୍ଷମ ହୋଇଥିବା ଜଣାପଡିଛି | ସଂଘବଦ୍ଧ ଆକ୍ରମଣରେ ଜଣେ ଗୁରୁତର ହୋଇଥିବାବେଳେ ତାଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି |
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..