Report Card Odisha

| Daily Odia News

କଂଗ୍ରେସରେ ସାମିଲ ହେଲେ ୱାଇଏସ ଶର୍ମିଲା…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ୱାଇଏସଆର ତେଲଙ୍ଗାନା ପାର୍ଟି ଅଧ୍ୟକ୍ଷ ୱାଇଏସ ଶର୍ମିଲା କଂଗ୍ରେସରେ ସାମିଲ ହୋଇଛନ୍ତି। ଗୁରୁବାର କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଓ ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ଦିଲ୍ଲୀସ୍ଥିତ କଂଗ୍ରେସ ମୁଖ୍ୟାଳୟରେ ସେ ଦଳରେ ଯୋଗ ଦେଇଛନ୍ତି।

 

Breaking News