Report Card Odisha

| Daily Odia News

ବଲିଉଡ ଭେଟେରାନ୍ ଅଭିନେତା ୟୁସୁଫ୍ ହୁସେନ୍‌ଙ୍କ ପରଲୋକ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ବଲିଉଡ ଭେଟେରାନ୍ ଅଭିନେତା ୟୁସୁଫ୍ ହୁସେନ୍‌ଙ୍କ ପରଲୋକ ଘଟିଛି । ଗତ କାଲି ତାଙ୍କର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା । ଗତକାଲି ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମୁମ୍ବାଇ ଲୀଳାବତୀ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।ବଲିଉଡ ଚଳଚ୍ଚିତ୍ରରେ ସପୋର୍ଟିଂ ଭୂମିକାରେ ଅଭିନୟ କରିଥିବା ତଥା ଅନେକ ଟିଭି ଜଣାଶୁଣା ଚେହେରା ବା ଭେଟେରାନ୍ ଅଭିନେତା ୟୁସୁଫ୍ ହୁସେନ୍‌ଙ୍କ ପରଲୋକ। ଗତ କାଲି ତାଙ୍କର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ଗତକାଲି ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମୁମ୍ବାଇ ଲୀଳାବତୀ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା ।

Breaking News