ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଜି ଦିନ ୧୧ଟା ୪୩ରେ ଶୁନ୍ୟ ଛାୟା ସମୟ ରହିଛି। ବର୍ଷରେ ଏପରି ୨ ଦିନ ଅଛି, ଯେବେ ଦିନ ଦ୍ୱିପ୍ରହରରେ ମଧ୍ୟ କିଛି କ୍ଷଣ ପାଇଁ ଛାଇ ଦେଖାଯାଏ ନାହିଁ।ବର୍ଷର ଏହି ୨ ଦିନ ମଧ୍ୟାହ୍ନରେ ସୂର୍ଯ୍ୟ ଆମର ଠିକ୍ ମୁଣ୍ଡ ଉପରେ ରୁହନ୍ତି। ସେ ସମୟରେ ଛାଇ ଦେଖାଯାଏ ନାହିଁ। ଏହି ଘଟଣାକୁ ଜ୍ୟୋର୍ତିବଜ୍ଞାନୀମାନେ ଶୂନ୍ୟ ଛାୟା ଦିବସ ବା ଜିରୋ ସ୍ୟାଡୋ ଡେ’ ଭାବେ ନାମିତ କରିଛନ୍ତି। ଏପ୍ରିଲରୁ ଜୁନ୍ ଏବଂ ଜୁନରୁ ଅଗଷ୍ଟ ମାସ ମଧ୍ୟରେ ବର୍ଷକୁ ୨ଥର ଶୂନ୍ୟ ଛାୟା ଘଟିଥାଏ।





More Stories
ଓଡ଼ିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଗକୁ ବଢ଼ଛି…..
ଜାଭେଦ ଅଖତରଙ୍କୁ ସୋଆ ସାହିତ୍ୟ ସମ୍ମାନ ୨୦୨୫……
ଶଙ୍କରକୁ ଭୁବନେଶ୍ଵର ଆଣିଲା କ୍ରାଇମବ୍ରାଞ୍ଚ……