ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ୩୦ଟି ଯାକ ଜିଲ୍ଲାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଉ ସବୁଠି ବିଜେଡି ହାତେଇଛି ଅଧ୍ୟକ୍ଷ ଆସନ। କିଏ କେଉଁ ଜିଲ୍ଲାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଆସନ ହାତେଇଛନ୍ତି, ଜାଣି ନିଅନ୍ତୁ।
ଅନୁଗୋଳ- ବବିତା ପ୍ରଧାନ (ବିଜେଡି)
ବୌଦ୍ଧ- ପ୍ରଭାସିନୀ ଦାସ (ବିଜେଡି)
ବଲାଙ୍ଗିର- ଦେବକୀ ସାହୁ (ବିଜେଡି)
ବରଗଡ଼- ମାନିନୀ ଭୋଇ (ବିଜେଡି)
ବାଲେଶ୍ୱର- ନାରାୟଣ ପ୍ରଧାନ (ବିଜେଡି)
ଭଦ୍ରକ- ପ୍ରଫୁଲ୍ଲ ଜେନା (ବିଜେଡି)
କଟକ- କିଶୋର ଚନ୍ଦ୍ର ମିଶ୍ର (ବିଜେଡି)
ଦେବଗଡ଼- କୌଶିକ କୁମାର ପ୍ରଧାନ (ବିଜେଡି)
ଢେଙ୍କାନାଳ- ଅର୍ଚ୍ଚନା ପୁହାଣ (ବିଜେଡି)
ଗଞ୍ଜାମ- ଅଞ୍ଜଳି ସ୍ୱାଇଁ (ବିଜେଡି)
ଗଜପତି- ଜି. ତିରୁପତି ରାଓ (ବିଜେଡି)
ଝାରସୁଗୁଡ଼ା- ତୁଳାବତୀ ମିଞ୍ଜ୍ (ବିଜେଡି)
ଯାଜପୁର- ନଳିନୀପ୍ରଭା ଜେନା (ବିଜେଡି)
ଜଗତସିଂହପୁର- ମନୋଜ କୁମାର ଭୋଇ (ବିଜେଡି)
ଖୋର୍ଦ୍ଧା- ରୁପଶ୍ରୀରାଣୀ ଗୁମାନସିଂ (ବିଜେଡି)
କେନ୍ଦୁଝର- ସାଗରିକା ସାହୁ (ବିଜେଡି)
କଳାହାଣ୍ଡି- ପୁଷ୍ପେନ୍ଦ୍ର କୁମାର ସିଂହଦେଓ (ବିଜେଡି)
କନ୍ଧମାଳ- ନନ୍ଦିନୀ ମଲ୍ଲିକ (ବିଜେଡି)
କୋରାପୁଟ- ସସ୍ମିତା ମେଲେକା (ବିଜେଡି)
କେନ୍ଦ୍ରାପଡ଼ା- ଗୀତାଞ୍ଜଳି ସେଠୀ (ବିଜେଡି)
ମାଲକାନଗିରି- ସମାରୀ ଟାଙ୍ଗୁଲୁ (ବିଜେଡି)
ମୟୂରଭଞ୍ଜ- ଭାରତୀ ହାଂସଦା (ବିଜେଡି)
ନବରଙ୍ଗପୁର- ମୋତିରାମ ନାୟକ (ବିଜେଡି)
ନୂଆପଡ଼ା- ଡଲି ମାଝୀ (ବିଜେଡି)
ନୟାଗଡ଼- ଦେବାଶିଷ ପଟ୍ଟନାୟକ (ବିଜେଡି)
ପୁରୀ- ସ୍ୱପ୍ନାରାଣୀ ସ୍ୱାଇଁ (ବିଜେଡି)
ରାୟଗଡ଼ା- ସରସ୍ୱତୀ ମାଝୀ (ବିଜେଡି)
ସମ୍ବଲପୁର- କୁମୁଦିନୀ ନାୟକ (ବିଜେଡି)
ସୁବର୍ଣ୍ଣପୁର- ସୁପାର ଠେଲା (ବିଜେଡି)
ସୁନ୍ଦରଗଡ଼- କୁନ୍ତୀ ପ୍ରଧାନ (ବିଜେଡି)
ଏଥର ତ୍ରିସ୍ତରୀୟ ପଞ୍ଚାୟ ନିର୍ବାଚନରେ ୮୫୩ଟି ଜିଲ୍ଲା ପରିଷଦ ଜୋନ୍ରୁ ବିଜେଡି ସର୍ବାଧିକ ୭୬୬ଟିରେ ବିଜୟୀ ହୋଇଥିବା ବେଳେ ବିଜେପି ୪୨ ଓ କଂଗ୍ରେସ ୩୭ଟି ଆସନ ହାତେଇଛି। ସ୍ୱାଧୀନ ଓ ଅନ୍ୟାନ୍ୟ ଦଳ ମିଶି ୮ଟି ଆସନ ପାଇଛନ୍ତି।
More Stories
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..
ଓଡ଼ିଶା ଆସିବେ ରାଷ୍ଟ୍ରପତି….
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….