ରିପୋର୍ଟ କାର୍ଡ/ ଭୁବନେଶ୍ଵର
ସୋନପୁରର ପୂର୍ଵତନ ବିଧାୟକ ତଥା ଜିଲ୍ଲା କଂଗ୍ରେସ କମିଟି ସଭାପତି ବିନୋଦ ପାତ୍ର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଚଳିତ ବିଧାନସଭା ନିର୍ବାଚନରେ ଟିକେଟ ପାଇବା ଲାଗି ସେ ଆଶାୟୀ ଥିଲେ। ମାତ୍ର ଟିକେଟ ନ ମିଳିବାରୁ ସେ କ୍ଷୁବ୍ଧ ହୋଇ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା କହିଛନ୍ତି।
More Stories
୭ ମୋର୍ଚ୍ଚା ପାଇଁ ପ୍ରଭାରୀ ଘୋଷଣା କଲା ଭାଜପା:ଓଡ଼ିଶାର ଏହି ନେତାଙ୍କୁ ମିଳିଲା….
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..