ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଏନଟିଏ ପକ୍ଷରୁ ଜେଇଇ ମେନ ସେସନ୍-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜେଇଇ ମେନ୍ ଜାନୁଆରୀ ଏବଂ ଏପ୍ରିଲରେ ଦୁଇଟି ରାଉଣ୍ଡରେ ଅନୁଷ୍ଠିତ ହୋଇଥିଲା । ୫୬ଜଣ ପରୀକ୍ଷାର୍ଥୀ ଶତ ପ୍ରତିଶତ ମାର୍କ ରଖିଛନ୍ତି। ପରୀକ୍ଷାରେ ଶତପ୍ରତିଶତ ସ୍କୋର କରିଥିବା ଛାତ୍ରମାନଙ୍କ ମଧ୍ୟରେ ୧୫ ଜଣ ତେଲେଙ୍ଗାନାର, ୭ ଜଣ ଆନ୍ଧ୍ରପ୍ରଦେଶ, ୭ ଜଣ ମହାରାଷ୍ଟ୍ରର ଏବଂ ଦିଲ୍ଲୀରୁ ୬ ଜଣ ସଫଳ ହୋଇଛନ୍ତି। ଚଳିତବର୍ଷ ପ୍ରାୟ ୧୦ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଜେଇଇ ମେନ୍ ଡଟ୍ ଏନଟିଏ ଡଟ୍ ଏସି ଡଟ୍ ଇନ୍ ରେ ରେଜଲ୍ଟ ଉପଲବ୍ଧ ରହିଛି। ଆପ୍ଲିକେସନ ନମ୍ବର, ପାସୱାର୍ଡ ଏବଂ ସିକ୍ୟୁରିଟି ପିନ ମାଧ୍ୟମରେ ରେଜଲ୍ଟ ଜାଣିପାରିବେ ।






More Stories
ଆଜି ରାତିରେ ବଡ ଯୁଦ୍ଧ ! ୮ଟା ଯାଏଁ ଡେଡ୍ଲାଇନ୍…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଇରାନର ଗୁପ୍ତଚର ମୁଖ୍ୟ ନିହତ…..