ରିପୋର୍ଟ କାର୍ଡ / ଭୁବନେଶ୍ୱର
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳା ବାଘୁଣୀ ସ୍ନେହାର ମୃତ୍ୟୁ ହୋଇଛି। ବାଘୁଣୀର ବୟସ ୧୪ ବର୍ଷ ଥିଲା। ବାର୍ଦ୍ଧକ୍ୟ ଜନିତ ରୋଗ ପାଇଁ ମୃତ୍ୟୁ ହୋଇଥିବା ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ନିକଟରୁ ସୂଚନା ମିଳିଛି। ଧଳା ବାଘୁଣୀ ସ୍ନେହା ନନ୍ଦନକାନନରେ ଜନ୍ମ ନେଇଥିଲା। ବାଘୁଣୀ ସ୍ନେହା ୯ଟି ଛୁଆ ଜନ୍ମ ଦେଇଥିବା ବେଳେ ସେମାନଙ୍କ ମଧ୍ୟରେ ତିନିଟି ଧଳାବାଘ, ୪ଟି ବାଘ, ୨ଟି କଳାବାଘ। ବାଘୁଣୀର ମୃତ୍ୟୁ ପରେ ନନ୍ଦନକାନନରେ ମୋଟ ବାଘ ସଂଖ୍ୟା ୨୭କୁ ହ୍ରାସ ପାଇଛି।






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..