ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାଲେଶ୍ୱର ଜିଲ୍ଲା ସୋର ବିଧାୟକ ପର୍ଶୁରାମ ଧଡ଼ା ବିଜେପିରେ ଯୋଗଦେଇଛନ୍ତି। ଆଜି ରାଜ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ବିଜେପିରେ ମିଶିଛନ୍ତି । ତାଙ୍କ ସହ ବିଜେଡିର କେତେକ ସ୍ଥାନୀୟ ନେତା ବି ବିଜେପିରେ ମିଶିଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲ, ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ ବିଜେପି ସହ-ପ୍ରଭାରୀ ଲତା ଉସେଣ୍ଡିଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଏହାସହ ପର୍ଶୁରାମଙ୍କର ଘରବାହୁଡ଼ା ହୋଇଛି ବୋଲି କହିଛନ୍ତି ମନମୋହନ ସାମଲ।






More Stories
ପ୍ରମିଳାଙ୍କ ବାସଭବନରେ ନେତାଙ୍କ ମେଳି…..
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..