ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଛି। ରାଜ୍ୟ ସରକାର ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢାଇଛନ୍ତି। ଶୁକ୍ରବାର ଏନେଇ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୪ ଜୁନ୍ ୩୦ ପର୍ଯ୍ୟନ୍ତ ମୁଖ୍ୟ ଶାସନ ସଚିବ ପଦବୀରେ ରହିବେ ପ୍ରଦୀପ ଜେନା। ଆସନ୍ତା ୩୧ ତାରିଖରେ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବାବେଳେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ସେନେଇ ଚର୍ଚ୍ଚା ଜୋର ଧରିଥିଲା।






More Stories
କାଳବୈଶାଖୀ ସମ୍ଭାବନା…..
ଇସ୍ତଫା ଦେଲେ ସସ୍ମିତ ପାତ୍ର…..
ଓଏଏସ୍ ସ୍ତରରେ ଅଦଳବଦଳ…..