ରିପୋର୍ଟ କାର୍ଡ / ଭୁବନେଶ୍ୱର
ମିଳିପାରେ ତାତିରୁ ଆଶ୍ୱସ୍ତି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ X କରି କୁହାଯାଇଛି- କମିବ ଦିନର ତାତି!! ତାତିରୁ ମିଳିବ ଆଶ୍ୱସ୍ତି!! ଆଗାମୀ ଦୁଇ ଦିନ ପରେ ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ୩ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରାରେ ହ୍ରାସ ଘଟିବା ସମ୍ଭାବନା ରହିଛି। ରାଜ୍ୟରେ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଗତକାଲି ୨୬ ସହରର ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ଅତିକ୍ରମ କରିଥିଲା।






More Stories
ଅର୍ଥ ବିଭାଗର ପତ୍ର; ୨,୨୪୮ କୋଟି ଫେରାଅ…..
ସେବା ବିଳମ୍ବ କଲେ ତଣ୍ଡ ଗଣିବେ ବାବୁ…..
ପୁଣି ଲଘୁଚାପ ସମ୍ଭାବନା…..