ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଛତିଶଗଡର ନାରାୟଣପୁର ଜିଲ୍ଲାରେ ସୁରକ୍ଷା ବାହିନୀ ସହ ଚାଲିଥିବା ଏନକାଉଣ୍ଟରରେ ଦୁଇଜଣ ମହିଳା ସଦସ୍ୟଙ୍କ ସମେତ ଅତି କମରେ୭ ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ଏନକାଉଣ୍ଟର ସ୍ଥାନରୁ ଗୋଟିଏ ଏକେ-୪୭ ସମେତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି।






More Stories
ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଅପଡେଟ୍ କଲା ହସ୍ପିଟାଲ….
ବଦଳିଲା NDA ସଂସଦୀୟ ଦଳର ନାମ…..
ISROର ସାଇଣ୍ଟିଷ୍ଟ ଚାକିରି ଛାଡିଲେ: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ……